ଆଜିର ପଞ୍ଜିକା
 *✧═════•❁❀❁•═════✧*
 *ଅଦ୍ୟ ଜୁନ ମାସ ୧୩ ତାରିଖ ୨୦୨୧ ମସିହା(ରବିବାର)*
 *ଶକାବ୍ଦ -୧୯୪୩*
 *ସମ୍ବତ -୨୦୭୮*
 *ସାଲ-୧୪୨୮*
 *ସମ୍ବତ୍ସର -ରାକ୍ଷସ*
 *ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ*
 *ତିଥି-ତୃତୀୟା ରାତ୍ରି ଘ ୦୯/୨୨ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ*
 *ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୭/୨୪ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା*
 *ଚନ୍ଦ୍ର-ମିଥୁନ ଦିବା ଘ ୧୨/୩୪ ପର୍ଯ୍ୟନ୍ତ ତଦନ୍ତେ କର୍କଟ*
 *ଯୋଗ- ବୃଦ୍ଧି*
 *କରଣ- ତୈତିଳ*
 *ସୌରମାସ-ବୃଷ ୩୦ ଦିନ*
 *✧═════•❁❀❁•═════✧*
 *ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୪୨*
 *ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୨୯*
 *✧═════•❁❀❁•═════✧*
 *ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୯/୨୨ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ*
 *କନ୍ୟା ରାଶିର ଘାତଚନ୍ଦ୍ର*
 *ମେଷ ରାଶିର ଘାତବାର*
 *ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
 ✧═════•❁❀❁•═══
 *କାଳବେଳ। ଓ ବାରବେଳ।- ଦିବା ଘ ୧୦/୦୫ଗତେ ଘ୦୧/୨୨ ମଧ୍ୟେ*
 ✧═════•❁❀❁•═══
 *ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୪୭ଗତେ ଘ୦୯/୧୧ ମଧ୍ୟେ ଓ ରାତ୍ରି ଘ୦୮/୦୦ଗତେ ଘ୧୧/୧୦ ମଧ୍ୟେ*
 *ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୩/୨୭ ଗତେ ଘ ୦୪/୨୭ ମଧ୍ୟେ*
 *═✧*══•❁❀❁•═════✧
 *ଆଦ୍ୟ ପୋଟଳ ରାତ୍ରି ଘ ୦୯/୨୨ଗତେ ମୂଳା ଭକ୍ଷଣ ନିଷେଧ*
 ═✧*══•❁❀❁•════
                    ଆଜିର ରାଶିଫଳ
 *✧═════•❁❀❁•═════✧*
 *ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।*
 *✧═════•❁❀❁•═════✧*
 *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।*
 *✧═════•❁❀❁•═════✧*
 *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।*
 *✧═════•❁❀❁•═════✧*
 *କର୍କଟ: ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।*
 *✧═════•❁❀❁•═════✧*
 *ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।*
 *✧═════•❁❀❁•═════✧*
 *କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*
 *✧═════•❁❀❁•═════✧*
 *ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।*
 *✧═════•❁❀❁•═════✧*
 *ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।*
 *✧═════•❁❀❁•═════✧*
 *ଧନୁ: ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।*
 *✧═════•❁❀❁•═════✧*
 *ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।*
 *✧═════•❁❀❁•═════✧*
 *କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟିବ।*
 *✧═════•❁❀❁•═════✧*
 *ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*
 *✧═════•❁❀❁•═════✧*