ଭୂବନେଶ୍ୱର, (ନାଗରାଜ ନ୍ୟୁଜ ): ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୩୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ରେ ପହଞ୍ଚିଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୫୬ଜଣ ରହିଛନ୍ତି ।
5. Balangir: 4
6. Cuttack: 61
7. Deogarh: 3
8. Dhenkanal: 5
9. Ganjam: 4
10. Jagatsinghpur: 20
11. Jajpur: 28
12. Jharsuguda: 2
13. Kalahandi: 3
14. Kandhamal: 5
15. Kendrapada: 4
16. Keonjhar: 4
17. Khurda: 256
18. Koraput: 4
19. Mayurbhanj: 26
20. Nayagarh: 2
21. Nuapada: 3— I & PR Department, Odisha (@IPR_Odisha) September 29, 2021
5. Balangir: 4
6. Cuttack: 61
7. Deogarh: 3
8. Dhenkanal: 5
9. Ganjam: 4
10. Jagatsinghpur: 20
11. Jajpur: 28
12. Jharsuguda: 2
13. Kalahandi: 3
14. Kandhamal: 5
15. Kendrapada: 4
16. Keonjhar: 4
17. Khurda: 256
18. Koraput: 4
19. Mayurbhanj: 26
20. Nayagarh: 2
21. Nuapada: 3— I & PR Department, Odisha (@IPR_Odisha) September 29, 2021