ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

Spread the love

ଭୂବନେଶ୍ୱର, (ନାଗରାଜ ନ୍ୟୁଜ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *