ରାଜ୍ୟରେ ପୁଣି ୧୩୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜିବି ରାଜ୍ୟରେ ତଳମୁହା ରହିଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ରେ ପହଞ୍ଚିଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୪୭୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୧୦୫ଜଣ ରହିଛନ୍ତି ।

Leave a Reply

Your email address will not be published.