କରୋନା ପୁଣି ନେଲା ୬୮ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନ ଗ୍ରାଫ ତଳମୁଁହା ଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published.