ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ

ଭୂବନେଶ୍ୱର, (ନାଗରଜା ନ୍ୟୁଜ ): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ମଧ୍ୟରେ ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.