ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଲା ମହାମାରୀ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟାରେ ବ୍ରେକ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣଙ୍କ ପ୍ରାଣ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.