ଆଖି ବୁଜିଲେ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

କଟକ,(ନାଗରାଜ ନ୍ୟୁଜ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ବରିଷ୍ଠ ସ୍ତମ୍ଭକାର ଗୌର ମୋହନ ଷଡ଼ଙ୍ଗୀର ଗତକାଲି ରାତିରେ ପରଲୋକ ହୋଇଛି। ଦୀର୍ଘ ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ବହୁ ବିଶିଷ୍ଟ ବ୍ୟକ୍ତି ଟାଙ୍ଗୀ ମଦନମୋହନସାହିସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ପ୍ରଶାସନିକ ଅଧିକାରୀ ଥିବା ଗୌର ମୋହନ ଷଡ଼ଙ୍ଗୀ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିଲେ ।

Leave a Reply

Your email address will not be published.