ମନ୍ତ୍ରୀଙ୍କ ଦ୍ୱାରା ଭିତ୍ତିପ୍ରସ୍ତର ସ୍ଥାପନ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ଆଜି ଟିକରପଡ଼ା ଦୟାନଦୀ ବନ୍ଧଠାରୁ ନଦୀ ବନ୍ଧ ପର୍ଯ୍ୟନ୍ତ ହରିଜନସାହି ରାସ୍ତାର ଉନ୍ନତିକରଣ କାର୍ଯ୍ୟ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଜ୍ଞାନ ଓ କାରିଗରୀ କୈାଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଶୋକ ଚନ୍ଦ୍ର ପଣ୍ଡା ଉପସ୍ଥିତ ରହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ଭାବେ ଅଧ୍ୟକ୍ଷ, ଭୂବନେଶ୍ୱର ପଞ୍ଚାୟତ ସମିତି ଅବିନାଶ ପଟ୍ଟନାୟକ,ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତି ଦିପ୍ତୀମୟୀ ସୁନ୍ଦରାୟ, ସରପଞ୍ଚ ଶ୍ରୀମତୀ ସଂଘମିତ୍ରା ପାଳ ଉପସ୍ଥିତ ଥିଲେ ।

Leave a Reply

Your email address will not be published.