ପୁରୀ ଶିକ୍ଷାଶ୍ରୀ ଶିଶୁ ପାଠାଗାର ପକ୍ଷରୁ ସାରସ୍ୱତ ବନ୍ଧୁ ମିଳନ ଓ ପୁସ୍ତକ ଉନ୍ମୋଚନ

ପୁରୀ, (ନାଗରାଜ ନ୍ୟୁଜ): ପୁରୀ ଶିକ୍ଷାଶ୍ରୀ ଶିଶୁ ପାଠାଗାର ପକ୍ଷରୁ ସାରସ୍ୱତ ବନ୍ଧୁ ମିଳନ ଓ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସାହିତ୍ୟକ ପ୍ରଭାତ ଚନ୍ଦ୍ର ରଥ ସଭାପତିତ୍ୱ କରିଥିଲେ । ସାହିତି୍ୟକ ବିରେନ ମହାନ୍ତି ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ । ଶିଶୁ ଗଳ୍ପ ଦୁଇ ବଣି ପୁସ୍ତକ ଅତିଥିଙ୍କ ଦ୍ୱାରା ଉନ୍ମୋଚନ ହୋଇଥିଲା ।

Leave a Reply

Your email address will not be published.