ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର

 

ଭୁବନେଶ୍ୱର: ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର । ଶ୍ରୀମନ୍ଦିର ଭଳି ଏକାମ୍ରକ୍ଷେତ୍ରରେ ମଧ୍ୟ ପ୍ରଥମେ ସେବାୟତ ପରିବାରକୁ ଦର୍ଶନ ଅନୁମତି ରହିଛି । କୋଭିଡ କଟକଣା ମଧ୍ୟରେ ସମସ୍ତ ସେବାୟତଙ୍କ ପରିବାର ଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି । ମନ୍ଦିରକୁ ପ୍ରବେଶ କରିବା ପାଇଁ ସ୍ବତନ୍ତ୍ର ବାରିକେଡ୍‌ କରାଯାଇଥିବା ବେଳେ ଏକ ଅସ୍ଥାୟୀ କୋଭିଡ ଟେଷ୍ଟିଂ ସେଣ୍ଟର କରାଯାଇଛି । ସେବାୟତଙ୍କ ପରିବାର ପରେ ଭୁବନେଶ୍ବରବାସୀ ଏବଂ ପରେ ସମସ୍ତ ଶ୍ରଦ୍ଧାଳୁଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି

Leave a Reply

Your email address will not be published.