ସ୍ୱର୍ଗତ ପ୍ରଫୁଲ କରଙ୍କୁ ସୁଦର୍ଶନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ପୁରୀ, (ନାଗରାଜ ନ୍ୟୁଜ): ବିଶିଷ୍ଟ କଣ୍ଠ ଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ କର ଵିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରଫୁଲ ମିଶ୍ରଙ୍କ ଵିୟୋଗ ରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏନେଇ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ସୁଦର୍ଶନ ନିଜର ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

Leave a Reply

Your email address will not be published.