ବଲାଙ୍ଗୀର କିସ୍ କ୍ୟାମ୍ପସରେ ରାଜ୍ୟସଭା ସାଂସଦ ଅଚ୍ୟୁତ ସାମନ୍ତ ଓ ନିରଞ୍ଜନ ବିଶିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବଲାଙ୍ଗୀର, (ନାଗରାଜ ନ୍ୟୁଜ): ବଲାଙ୍ଗୀର କିସ୍ କ୍ୟାମ୍ପସରେ ରାଜ୍ୟସଭା ସାଂସଦ ଅଚ୍ୟୁତ ସାମନ୍ତ ଓ ନିରଞ୍ଜନ ବିଶିଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କଲେ କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସ । ବାଜା, ଡକା ବାଜା ବଜେଇ ରାଜ୍ୟସଭା ସାଂସଦ ଅଚ୍ୟୁତ ସାମନ୍ତ ଓ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ଏହି ଅବସରରେ ବିପୁଳ ଜନ ସମାଗମ ରହିଥିବାର ଦେଖିବାକୁ ମିଳିଥିଲା ।

Leave a Reply

Your email address will not be published.