ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିରପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୧୯ ତାରିଖ ୨୦୨୧ ମସିହା(ବୁଧବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ବୈଶାଖ ମାସ-ଶୁକ୍ଳପକ୍ଷ*
*ତିଥି-ସପ୍ତମୀ ଦିବା ଘ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ*
*ନକ୍ଷତ୍ର-ଅଶ୍ଳେଷା ଦିବା ଘ ୦୪/୨୦ ପର୍ଯ୍ୟନ୍ତ ତଦନ୍ତେ ମଘା*
*ଚନ୍ଦ୍ର- କର୍କଟ ଦିବା ଘ ୦୪/୨୦ ପର୍ଯ୍ୟନ୍ତ ତଦନ୍ତେ ସିଂହ*
*ଯୋଗ-ଧୃବ*
*କରଣ-ବାଣିଜ୍ୟ*
*ସୌରମାସ-ବୃଷ ୦୫ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୫୯*
*✧═════•❁❀❁•═════✧*
*ଯୋଗିନୀ ବାୟବ୍ୟେ ଦିବା ଘ ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ*
*କର୍କଟ ରାଶିର ଘାତବାର*
*ସପ୍ତମୀ ର ଏକୋଦିଷ୍ଟ ଓ ଅଷ୍ଟମୀ ର ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ ୦୮/୨୦ ଗତେ ଘ୧୦/୦୧ ମଧ୍ୟେ*
*ବାରବେଳା- ଦିବା ଘ ୧୧/୪୦ ଗତେ ଘ୦୧/୧୮ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। – ଦିବା ଘ୦୭/୩୭ ଗତେ ଘ୦୮/୧୮ମଧ୍ୟେ ଓ ଘ ୧୦/୪୯ ଗତେ ଘ୧୧/୩୯ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ନାସ୍ତି*
*═✧*══•❁❀❁•═════✧
*ଆଦ୍ୟ ତାଳ ଦିବା ଘ ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ନଡ଼ିଆ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

     ଆଜିିିର  ରାଶି ଚକ୍ର
*✧═════•❁❀❁•═════✧*
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*
*✧═════•❁❀❁•═════✧*
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।*
*✧═════•❁❀❁•═════✧*
*କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*
*✧═════•❁❀❁•═════✧*
*ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।*
*✧═════•❁❀❁•═════✧*
କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।*
*✧═════•❁❀❁•═════✧*
*ତୁଳା: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
*ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।*
*✧═════•❁❀❁•═════✧*
ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*
*✧═════•❁❀❁•═════✧*
ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*
*✧═════•❁❀❁•═════✧*
କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।*
*✧═════•❁❀❁•═════✧*
ମୀନ:ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।*
*✧═════•❁❀❁•═════✧*

Leave a Reply

Your email address will not be published.