ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୨୧ ତାରିଖ ୨୦୨୧ ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ବୈଶାଖ ମାସ-ଶୁକ୍ଳପକ୍ଷ*
*ତିଥି-ନବମୀ ଦିବା ଘ୧୧/୨୨ ପର୍ଯ୍ୟନ୍ତ ତଦନ୍ତେ ଦଶମୀ*
*ନକ୍ଷତ୍ର-ପୂର୍ବାଫା ଦିବା ଘ ୦୪/୦୭ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଫା*
*ଚନ୍ଦ୍ର- ସିଂହ ରାତ୍ରି ଘ୦୯/୫୫ ପର୍ଯ୍ୟନ୍ତ ତଦନ୍ତେ କନ୍ୟା*
*ଯୋଗ-ହର୍ଷଣ*
*କରଣ-କୌଳବ*
*ସୌରମାସ-ବୃଷ ୦୭ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୦୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୪/୩୯*
*✧═════•❁❀❁•═════✧*
*ଯୋଗିନୀ ପୂର୍ବେ ଦିବା ଘ ୧୧/୨୨ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ*
*କର୍କଟ ଓ ମକର ରାଶିର ଘାତ ଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା ଓ ବାର ବେଳ।- ଦିବା ଘ ୦୮/୨୬ଗତେ ଘ୧୧/୪୨ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୧୧/୪୩ଗତେ ଘ୦୨/୦୩ମଧ୍ୟେ ଓ ରାତ୍ରି ଘ୦୧/୩୯ ଗତେ ଘ୦୨/୫୩ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୬/୫୦ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ଲାଉ ଦିବା ଘ ୧୧/୨୨ ପର୍ଯ୍ୟନ୍ତ ତଦନ୍ତେ କଳମ ଶାଗ ଭକ୍ଷଣ ନିଷେଧ*
═✧*══•❁❀❁•═════✧*
ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
*ବୃଷ: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।*
*✧═════•❁❀❁•═════✧*
*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।*
*✧═════•❁❀❁•═════✧*
*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।*
*✧═════•❁❀❁•═════✧*
*କନ୍ୟା: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।*
*✧═════•❁❀❁•═════✧*
*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।*
*✧═════•❁❀❁•═════✧*
*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।*
*✧═════•❁❀❁•═════✧*

Leave a Reply

Your email address will not be published.