ଆଜିର ରାଶି ଚକ୍ର ଓ ପଞ୍ଜିକା

                       ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୨୯ ତାରିଖ ୨୦୨୧ ମସିହା(ଶନିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଜ୍ୟେଷ୍ଠମାସ-କୃଷ୍ଣପକ୍ଷ*
*ତିଥି-ତୃତୀୟା ଦିବା ଘ୦୬/୧୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ*
*ନକ୍ଷତ୍ର-ପୂର୍ବାଷ।ଢା ସଂ ଘ୦୬/୨୪ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଷ।ଢା*
*ଚନ୍ଦ୍ର- ଧନୁ ରାତ୍ର ଘ୧୨/୧୦ ପର୍ଯ୍ୟନ୍ତ ତଦନ୍ତେ ମକର*
*ଯୋଗ-ଶୁଭ*
*କରଣ-ବିଷ୍ଟି*
*ସୌରମାସ-ବୃଷ ୧୫ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୧୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୬/୫୯*
*✧═════•❁❀❁•═════✧*
*ଯୋଗିନୀ ଅଗ୍ନିକୋଣେ ଦିବା ଘ୦୬/୧୮ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ*
*ସିଂହ ରାଶିର ଘାତଚନ୍ଦ୍ର*
*ବୃଷ, ସିଂହ ଓ କନ୍ୟା ରାଶିର ଘାତବାର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା – ଦିବା ଘ୦୬/୫୦ ମଧ୍ୟେ ଓ ଘ୦୪/୪୦ଗତେ ଘ୦୬/୧୮ ମଧ୍ୟେ*
*ବାରବେଳ।- ଦିବା ଘ ୦୧/୨୬ଗତେ ଘ୦୩/୦୩ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୩/୦୪ ଗତେ ଘ୦୪/୩୯ ମଧ୍ୟେ ଓ ରାତ୍ରି ଘ୦୭/୦୪ଗତେ ଘ୦୭/୫୪ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଗତେ ଘ୦୯/୧୧ ଗତେ ଘ୧୧/୩୬ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ପୋଟଳ ଦିବା ଘ ୦୬/୧୩ ପର୍ଯ୍ୟନ୍ତ ତଦନ୍ତେ ମୂଳା ଭକ୍ଷଣ ନିଷେଧ*

*✧═════•❁❀❁•═════✧*
ଆଜିର ରାଶିଚକ୍ର
*✧═════•❁❀❁•═════✧*

*ମେଷ: ଆଶା ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।*
*✧═════•❁❀❁•═════✧*
*ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।*
*✧═════•❁❀❁•═════✧*
*ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।*
*✧═════•❁❀❁•═════✧*
*କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।*
*✧═════•❁❀❁•═════✧*
*ସିଂହ:କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।*
*✧═════•❁❀❁•═════✧*
*କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।*
*✧═════•❁❀❁•═════✧*
*ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।*
*✧═════•❁❀❁•═════✧*
*ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।*
*✧═════•❁❀❁•═════✧*
*ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।*
*✧═════•❁❀❁•═════✧*
*ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।*
*✧═════•❁❀❁•═════✧*
*କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।*
*✧═════•❁❀❁•═════✧*
*ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।*
*✧═════•❁❀❁•═════✧*

Leave a Reply

Your email address will not be published.