ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୦୧ ତାରିଖ ୨୦୨୧ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଜ୍ୟେଷ୍ଠମାସ-କୃଷ୍ଣପକ୍ଷ*
*ତିଥି-ସପ୍ତମୀ ରାତ୍ରି ଘ୧୨/୩୭ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ*
*ନକ୍ଷତ୍ର-ଧନିଷ୍ଟା ତଦନ୍ତେ ଦିବା ଘ୦୪/୩୫ ପର୍ଯ୍ୟନ୍ତ ତଦନ୍ତେ ଶତଭିଷ।*
*ଚନ୍ଦ୍ର- କୁମ୍ଭ*
*ଯୋଗ-ବୈଧୃତି*
*କରଣ- ବିଷ୍ଟି*
*ସୌରମାସ-ବୃଷ ୧୮ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୨୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୦୯*
*✧═════•❁❀❁•═════✧*
*ଯୋଗିନୀ ବାୟବ୍ୟେ ରାତ୍ରି ଘ୧୨/୩୭ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ*
*ମିଥୁନ ଓ ମୀନ ରାଶିର ଘାତ ଚନ୍ଦ୍ର*
*ମକର ରାଶିର ଘାତବାର*
*ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ ୦୧/୨୫ଗତେ ଘ୦୩/୦୨ ମଧ୍ୟେ*
*ବାରବେଳ।- ଦିବା ଘ ୦୬/୫୦ଗତେ ଘ୦୮/୨୭ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୦ଗତେ ଘ୧୧/୩୨ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଘ୦୩/୩୫ ଗତେ ଘ୦୪/୨୩ ମଧ୍ୟେ ଓ ରାତ୍ରି ଘ୦୮/୪୫ ଗତେ ଘ୧୦/୧୬ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ତାଳ ରାତ୍ରି ଘ ୧୨/୩୭ ପର୍ଯ୍ୟନ୍ତ ତଦନ୍ତେ ନଡ଼ିଆ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

ଆଜିର ରାଶି ଚାକ୍ର
*✧═════•❁❀❁•═════✧*
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
*✧═════•❁❀❁•═════✧*
*ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
*✧═════•❁❀❁•═════✧*
*ମିଥୁନ: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
*✧═════•❁❀❁•═════✧*
*କର୍କଟ: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
*✧═════•❁❀❁•═════✧*
*ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
*✧═════•❁❀❁•═════✧*
*କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
*✧═════•❁❀❁•═════✧*
*ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
*✧═════•❁❀❁•═════✧*
*ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
*✧═════•❁❀❁•═════✧*
*ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
*✧═════•❁❀❁•═════✧*
*କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
*✧═════•❁❀❁•═════✧*
*ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।*

Leave a Reply

Your email address will not be published.