ଆଜିର ରାଶି ଚକ୍ର ଓ ପଞ୍ଜିକା

               ଆଜିର ପଞ୍ଜିକା
*ଅଦ୍ୟ ଜୁନ ମାସ ୦୨ ତାରିଖ ୨୦୨୧ ମସିହା(ବୁଧବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଜ୍ୟେଷ୍ଠମାସ-କୃଷ୍ଣପକ୍ଷ*
*ତିଥି-ଅଷ୍ଟମୀ ରାତ୍ରି ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ନବମୀ*
*ନକ୍ଷତ୍ର-ଶତଭିଷ। ଅପରାହ୍ନ ଘ୦୫/୩୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ବ ଭାଦ୍ର*
*ଚନ୍ଦ୍ର- କୁମ୍ଭ*
*ଯୋଗ-ବିସ୍କୁମ୍ଭ*
*କରଣ-ବାଳବ*
*ସୌରମାସ-ବୃଷ ୧୯ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୨୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୨୯*
*✧═════•❁❀❁•═════✧*
*ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ମିଥୁନ ଓ ମୀନ ରାଶିର ଘାତ ଚନ୍ଦ୍ର*
*କର୍କଟ ରାଶିର ଘାତବାର*
*ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ ୦୮/୨୫ଗତେ ଘ୧୦/୦୩ ମଧ୍ୟେ*
*ବାରବେଳ।- ଦିବା ଘ ୧୧/୪୨ଗତେ ଘ୦୧/୨୧ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୭/୩୫ ଗତେ ଘ ୦୮/୨୪ ମଧ୍ୟେ ଓ ଘ୦୧/୨୪ଗତେ ଘ୦୪/୨୨ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ନାସ୍ତି*
*═✧*══•❁❀❁•═════✧
*ଆଦ୍ୟ ନଡ଼ିଆ ରାତ୍ରି ଘ ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ଲାଉ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

                       ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*
*✧═════•❁❀❁•═════✧*
*ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*
*✧═════•❁❀❁•═════✧*
*ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।*
*✧═════•❁❀❁•═════✧*
*କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।*
*✧═════•❁❀❁•═════✧*
*ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।*
*✧═════•❁❀❁•═════✧*
*କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।*
*✧═════•❁❀❁•═════✧*
*ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।*
*✧═════•❁❀❁•═════✧*
*ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।*
*✧═════•❁❀❁•═════✧*
*ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।*
*✧═════•❁❀❁•═════✧*
*ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।*
*✧═════•❁❀❁•═════✧*
*କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।*
*ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।*
*✧═════•❁❀❁•═════✧*

Leave a Reply

Your email address will not be published.