ଆଜିର ରାଶି ଚକ୍ର ଓ ପଞ୍ଜିକା

             ଆଜିର ପଞ୍ଜିକା

*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୧୪ ତାରିଖ ୨୦୨୧ ମସିହା(ସୋମବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ*
*ତିଥି-ଚତୁର୍ଥୀ ରାତ୍ରି ଘ ୧୦/୧୪ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ*
*ନକ୍ଷତ୍ର- ପୂଷ୍ୟା ରାତ୍ରି ଘ ୦୮/୫୮ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା*
*ଚନ୍ଦ୍ର-କର୍କଟ*
*ଯୋଗ- ଧୄବ*
*କରଣ- ବାଣିଜ୍ୟ*
*ସୌରମାସ-ବୃଷ ୩୧ ଦିନ*
*ଅଦ୍ୟ ପ୍ରଥମ ରଜ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୪୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୪୯*
*✧═════•❁❀❁•═════✧*
*ଯୋଗିନୀ ନୈରୁତେ ରାତ୍ରି ଘ ୧୦/୧୩ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*

*ମିଥୁନ ରାଶିର ଘାତବାର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। -ଦିବା ଘ ୦୬/୫୦ଗତେ ଘ୦୮/୩୦ ମଧ୍ୟେ*
*ବାରବେଳ।- ଦିବା ଘ ୦୩/୦୫ଗତେ ଘ୦୪/୪୪ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୮/୩୧ଗତେ ଘ୧୦/୦୦ ମଧ୍ୟେ ଓ ରାତ୍ରି ଘ୦୯/୪୪ଗତେ ଘ୧୨/୪୪ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୪/୪୭ ଗତେ ଘ ୦୫/୧୨ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ମୂଳା ରାତ୍ରି ଘ ୧୦/୧୩ ଗତେ ବେଲ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

ଆଜିର ରାଶି ଚକ୍ର

*✧═════•❁❀❁•═════✧*

*ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════✧*
*ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════✧*
*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
*✧═════•❁❀❁•═════✧*
*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════✧*
*କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
*✧═════•❁❀❁•═════✧*
*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
*✧═════•❁❀❁•═════✧*
*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*
*✧═════•❁❀❁•═════✧*

Leave a Reply

Your email address will not be published.