ଆଜିର ରାଶି ଚକ୍ର ଓ ପଞ୍ଜିକା

        ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୨୦ ତାରିଖ ୨୦୨୧ ମସିହା(ରବିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ*
*ତିଥି-ଦଶମୀ ଦିବା ଘ ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ*
*ନକ୍ଷତ୍ର- ଚିତ୍ରା ରାତ୍ରି ଘ ୦୭/୩୯ ପର୍ଯ୍ୟନ୍ତ ତଦନ୍ତେ ସ୍ଵ।ତି*
*ଚନ୍ଦ୍ର-କନ୍ୟା ଦିବା ଘ ୦୮/୩୬ ପର୍ଯ୍ୟନ୍ତ ତଦନ୍ତେ ତୁଳା*
*ଯୋଗ- ପରିଘ*
*କରଣ-ତୈତି ଳ*
*ସୌରମାସ-ମିଥୁନ ୦୬ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୪୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୨୯*
*✧═════•❁❀❁•═════✧*
*ଯୋଗିନୀ ଉତ୍ତରେ ଦିବା ଘ ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*
*ବୃଷ ରାଶିର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। ଓ ବାରବେଳ।- ଦିବା ଘ ୧୦/୧୦ଗତେ ଘ୦୧/୨୯ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୫୦ ଗତେ ଘ୦୯/୧୪ ମଧ୍ୟେ ଓ ରାତ୍ରି ଘ୦୯/୦୧ ଗତେ ଘ୧୧/୦୯ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୩/୪୦ ଗତେ ଘ୦୪/୨୫ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ କଲମ ଶାଗ ଦିବା ଘ୦୪/୪୦ ଗତେ ଶିମ୍ବ ଭକ୍ଷଣ ନିଷେଧ*

*✧═════•❁❀❁•═════✧*                                 ଆଜିର ରାଶିଚକ୍ର
*✧═════•❁❀❁•═════✧*
*ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।*
*✧═════•❁❀❁•═════✧*
*ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।*
*✧═════•❁❀❁•═════✧*
*ମିଥୁନଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*କର୍କଟଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।*
*✧═════•❁❀❁•═════✧*
*ସିଂହଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ*
*✧═════•❁❀❁•═════✧*
*କନ୍ୟାଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।*
*✧═════•❁❀❁•═════✧*
*ତୁଳାଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।*
*✧═════•❁❀❁•═════✧*
*ବିଛାଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।*
*✧═════•❁❀❁•═════✧*
*ଧନୁ ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।*
*✧═════•❁❀❁•═════✧*
*ମକରଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।*
*✧═════•❁❀❁•═════✧*
କୁମ୍ଭଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।*
*✧═════•❁❀❁•═════✧*
*ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।*
*✧═════•❁❀❁•═════✧*

Leave a Reply

Your email address will not be published.