ଆଜିର ରାଶି ଚକ୍ର ଓ ପଞ୍ଜିକା

               ଆଜିରପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୧ ମସିହା(ବୁଧବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଶ୍ରାବଣମାସ-କୃଷ୍ଣପକ୍ଷ*
*ତିଥି-ପଞ୍ଚମୀ ରାତ୍ରି ଘ ୦୨/୩୧ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ*
*ନକ୍ଷତ୍ର- ପୂର୍ବଭାଦ୍ର ଦିବା ଘ୧୧/୧୧ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରଭାଦ୍ର*
*ଚନ୍ଦ୍ର-ମୀନ*
*ଯୋଗ-ଅତିଗଣ୍ଡ*
*କରଣ-କୌଳବ*
*ସୌରମାସ-କର୍କଟ ୧୩ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୨୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୪୮*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୨/୩୧ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*ଧନୁ ରାଶିର ଘାତ ଚନ୍ଦ୍ର*
*କର୍କଟ ରାଶିର ଘାତବାର*
*ପଞ୍ଚମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। -ଦିବା ଘ୦୮/୩୯ ଗତେ ଘ୧୦/୧୬ ମଧ୍ୟେ*
*ବାରବେଳ।- ଦିବା ଘ୧୧/୫୧ ଗତେ ଘ୦୧/୩୦ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୭/୦୨ମଧ୍ୟେ ଓ ରାତ୍ରି ଘ୦୭/୧୦ଗତେ ଘ୦୯/୩୬ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।-ଦିବା ଘ୦୩/୫୦ଗତେ ଘ୦୫/୨୬ ମଧ୍ୟେ ଓ ରାତ୍ରି ଘ୦୩/୩୪ଗତେ ଘ୧୧/୧୦ ମଧ୍ୟେ*
*═✧*══•❁❀❁•═════✧
*ଅଦ୍ୟ ବେଲ ରାତ୍ରି ଘ ୦୨/୩୧ ଗତେ ନିମ୍ବ ଭକ୍ଷଣ ନିଷେଧ*

*✧═════•❁❀❁•═════✧*
    ଆଜିର ରାଶିଚକ୍ର
*✧═════•❁❀❁•═════✧*
*ମେଷ : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।*
*✧═════•❁❀❁•═════✧*
*ବୃଷ: ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।*
*✧═════•❁❀❁•═════✧*
*ମିଥୁନ : ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।*

*✧═════•❁❀❁•═════✧*
*କର୍କଟ : ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।*
*✧═════•❁❀❁•═════✧*

*ସିଂହ : ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।*
*✧═════•❁❀❁•═════✧*
*କନ୍ୟା: ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।*
*✧═════•❁❀❁•═════✧*
*ତୁଳା : ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।*
*✧═════•❁❀❁•═════✧*
*ବିଛା : ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।*
*✧═════•❁❀❁•═════✧*
*ଧନୁ : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।*
*✧═════•❁❀❁•═════✧*
*ମକର : କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।*
*✧═════•❁❀❁•═════✧*
*କୁମ୍ଭ : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।*
*✧═════•❁❀❁•═════✧*
*ମୀନ : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।*
*✧═════•❁❀❁•═════✧*

Leave a Reply

Your email address will not be published.