ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୨୭ ତାରିଖ ୨୦୨୧ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-ଶୁକ୍ଳପକ୍ଷ*
*ତିଥି-ପୂର୍ଣ୍ଣିମା ଦିବା ଘ୦୯/୨୧ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ*
*ନକ୍ଷତ୍ର- ସ୍ଵାତୀ ରାତ୍ରି ଘ ୦୮/୫୮ ପର୍ଯ୍ୟନ୍ତ ତଦନ୍ତେ ବିଶାଖା*
*ଚନ୍ଦ୍ର-ତୁଳା*
*ଯୋଗ- ଅସୃକ*
*କରଣ- ବବ*
*ସୌରମାସ- ମେଷ ୧୪ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୪୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୫୯*
*✧═════•❁❀❁•═════✧*
*ଯୋଗିନୀ ବାୟବ୍ୟେ ଦିବା ଘ୦୯/୨୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ମକର ରାଶିର ଘାତବାର*
*ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ ୦୧/୨୧ ଗତେ ଘ୦୨/୫୫ ମଧ୍ୟେ*
*ବାରବେଳା- ଦିବା ଘ ୦୭/୦୧ ଗତେ ଘ୦୮/୩୭ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧ ଅମୃତବେଳା- ଦିବା ଘ ୦୮/୩୮ଗତେ ଘ୧୦/୧୫ମଧ୍ୟେ , ଘ୧୨/୩୭ ଗତେଘ୦୧/୨୦ମଧ୍ୟେ ଓ ଘ୦୩/୦୧ଗତେ ଘ୦୪/୩୭ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ନାସ୍ତି*
═✧*══•❁❀❁•═════✧*
*ଆଦ୍ୟ ବିରି ଦିବା ଘ୦୯/୨୧ ଗତେ ପାଣିକଖାରୁ ଭକ୍ଷଣ ନିଷେଧ*

ଆଜିର ରାଶି ଚକ୍ର
*ମେଷ?ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।*
*✧═════•❁❀❁•═════✧*
*ବୃଷ?ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।*
*✧═════•❁❀❁•═════✧*
*ମିଥୁନ?ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*କର୍କଟ?ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।*
*✧═════•❁❀❁•═════✧*
*ସିଂହ?ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ*
*✧═════•❁❀❁•═════✧*
*କନ୍ୟା?ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।*
*✧═════•❁❀❁•═════✧*
*ତୁଳା?ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।*
*✧═════•❁❀❁•═════✧*
*ବିଛା?ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।*
*✧═════•❁❀❁•═════✧*
*ଧନୁ? ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।*
*✧═════•❁❀❁•═════✧*
*ମକର?ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।*
*✧═════•❁❀❁•═════✧*
*କୁମ୍ଭ?ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।*
*✧═════•❁❀❁•═════✧*
*ମୀନ?:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।*
*✧═════•❁❀❁•═════✧*

Leave a Reply

Your email address will not be published.