ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଜାନୁଆରୀ ମାସ ୧୮ ତାରିଖ ୨୦୨୩ ମସିହା(ବୁଧବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ମାଘମାସ-କୃଷ୍ଣପକ୍ଷ
ତିଥି- ଏକାଦଶୀ ଦିବା ଘ୦୩/୫୨ ଗତେ ଦ୍ଵାଦଶୀ
ନକ୍ଷତ୍ର-ଅନୁରାଧା ସନ୍ଧ୍ୟା ଘ୦୫/୪୫ ଗତେ ଜ୍ୟେଷ୍ଠା
ଚନ୍ଦ୍ର-ବିଛା
ଯୋଗ- ଗଣ୍ଡ
କରଣ – ବାଳବ
ସୌରମାସ- ମକର ୦୫ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୯/୦୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୬/୩୯
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୩/୫୩ ଗତେ ନୈରୁତେ
କର୍କଟ ରାଶିର ଘାତବାର
ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା -ଦିବା ଘ୦୯/୧୦ ଗତେ ଘ୧୦/୩୩ ମଧ୍ୟେ
ବାରବେଳା – ଦିବା ଘ୧୧/୫୪ ଗତେ ଘ୦୧/୨୭ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୦୪ ମଧ୍ୟେ ଓ ଘ୦୧/୨୮ ଗତେ ଘ୦୨/୨୯ ମଧ୍ୟେ ଓ ରାତ୍ରି ଘ୦୬/୧୫ଗତେ ଘ୦୮/୩୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଘ୦୪/୫୩ଗତେ ଘ୦୫/୨୬ ମଧ୍ୟେ
ଅଦ୍ୟ ଶିମ୍ବ ଦିବା ଘ୦୩/୫୩ ଗତେ ପୋଇ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

ବୃଷ

ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

ମିଥୁନ

ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

କର୍କଟ

ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ସିଂହ

ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

କନ୍ୟା

ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ତୁଳା

ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

ବିଛା

ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ

ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

କୁମ୍ଭ

ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

ମୀନ

ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Leave a Reply

Your email address will not be published.