ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଡ଼ିସେମ୍ବର ମାସ ୨୫ ତାରିଖ ୨୦୨୧ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ ୦୮/୫୩ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ପୂର୍ବ।ଫା ନିଶାନ୍ତ ଘ ୦୫/୫୦ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଫା
ଚନ୍ଦ୍ର- ସିଂହ
ଯୋଗ- ପ୍ରୀତି
କରଣ – ଗର
ସୌରମାସ- ଧନୁ ୧୦ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୨/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୯
ଯୋଗିନୀ ପଶ୍ଚିମେ ରାତ୍ରି ଘ ୦୮/୧୩ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। – ଦିବା ଘ୦୭/୪୪ ମଧ୍ୟେ ଓ ଘ ୦୩/୫୦ ଗତେ ଘ୦୫/୧୨ ମଧ୍ୟେ
ବାରବେଳ। – ଦିବା ଘ ୦୧/୦୪ ଗତେ ଘ୦୨/୨୮ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୫୯ ଗତେ ଘ୧୦/୨୩ ମଧ୍ୟେ ଓ ଘ ୦୨/୨୯ ଗତେ ଘ୦୩/୫୯ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ ୦୧/୫୯ ଗତେ ଘ୦୨/୪୬ ମଧ୍ୟେ
ଅଦ୍ୟ ନିମ୍ବ ରାତ୍ରି ଘ ୦୮/୧୩ ଗତେ ତାଳ ଭକ୍ଷଣ ନିଷେଧ

ଆଜିର ରାଶିଫଳ

ମେଷ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।

ବୃଷ: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।

ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।

କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

କନ୍ୟା: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।

ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।

Leave a Reply

Your email address will not be published.