ମନ୍ତ୍ରୀଙ୍କ ଦ୍ୱାରା ପଞ୍ଚାୟତ କାର୍ଯ୍ୟାଳୟର ଶୁଭ ଉଦଘାଟନ

Spread the love

ବାଲେଶ୍ୱର, (ନାଗରାଜ ନ୍ୟୁଜ): ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତରେ ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟଜଳ ଯୋଗାଣ ବିଭାଗ ତରଫରୁ ନବ ନିର୍ମିତ ହୋଇଥିବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ଶୁଭ ଉଦଘାଟନ କରିଛନ୍ତି ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ଏହି ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଆଳି ବିଧାୟକ ପ୍ରତାପ କିଶୋରୀ ଦେବ, ବରିଷ୍ଠ ସମାଜସେବୀ ରବୀନ୍ଦ୍ର କୁମାର ଜେନା, ବ୍ଲକ ଅଧ୍ୟକ୍ଷା ଧରିତ୍ରୀ ମହାରଣା, ବ୍ଲକ ଉପାଧ୍ୟକ୍ଷ ଗୈାରାଙ୍ଗ ପତ୍ରି, ଜିଲ୍ଲା ପରିଷଦ ସଭ୍ୟା ଗୀତାରାଣୀ ଦାସ, ପଞ୍ଚାୟତ ସରପଞ୍ଚ ଓ ସମିତିସଭ୍ୟ ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *