ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, (ନାଗରାଜ ନ୍ୟୁଜ ): ୦୬/୦୮/୨୦୨୦

ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା  । ୭ ତାରିଖ ପାଇଁ ରାଜ୍ୟରେ ସତର୍କ ସୂଚନା ନାହିଁ, ୮ ତାରିଖରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  । ୯ ତାରିଖରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ୧୧ରୁ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି। ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published.