ଆଜି ର ରାଶି ଚକ୍ର

*???ମହାବୀର ପଞ୍ଜିକା???*
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୦୪ ତାରିଖ ୨୦୨୧ ମସିହା(ରବିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୭*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-କୃଷ୍ଣପକ୍ଷ*
*ତିଥି-ଅଷ୍ଟମୀ ରାତ୍ରି ଘ୦୨/୫୪ ସର୍ଯ୍ୟନ୍ତ ତଦନ୍ତେ ନବମୀ*
*ନକ୍ଷତ୍ର-ପୁର୍ବାଷ।ଢା ରାତ୍ରି ଘ ୦୨/୫୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଷ।ଢା*
*ଚନ୍ଦ୍ର – ଧନୁ*
*ଯୋଗ-ପରିଘ*
*କରଣ-କୌଳବ*
*ସୌରମାସ-ମୀନ ୨୨ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ -ପ୍ରାତଃ ଘ୦୫/୪୨/୩୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୦୯*
*✧═════•❁❀❁•═════✧*
*ଯୋଗିନୀ ଐଶାନ୍ୟେ ରାତ୍ରି ଘ ୦୩/୧୩ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର*
*ମେଷ ରାଶିର ଘାତବାର*
*ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════*
*କାଳବେଳା ଓ ବାରବେଳା- ଦିବା ଘ୧୦/୧୭ଗତେ ଘ୦୧/୨୩ ମଧ୍ୟେ*
✧═════•❁❀❁•════*
*ବିଶୁଦ୍ଧ ଅମୃତବେଳା-ଦିବା ଘ ୦୭/୧୫ ଗତେ ଘ ୦୮/୪୫ ମଧ୍ୟେ ଓ ରାତ୍ରି ଘ ୦୮/୫୪ ଗତେ ଘ ୧୧/୫୪ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୮/୪୬ ଗତେ ଘ ୧୦/୧୬ ମଧ୍ୟେ ଓ ଘ୦୧/୨୩ଗତେ ଘ୦୨/୫୫ମଧ୍ୟେ*
*✧═════•❁❀❁•════
*ଅଦ୍ୟ ନଡ଼ିଆ ରାତ୍ରି ଘ ୦୩/୧୩ ପର୍ଯ୍ୟନ୍ତ ତଦନ୍ତେ ଲାଉ ଭକ୍ଷଣ ନିଷେଧ*
═✧*══•❁❀❁•═════✧*
*ଡ:ବାୟୁନନ୍ଦନ ମିଶ୍ର*
*ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତିଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*✧═════•❁❀❁•═════✧*
*??꧁ ଆଜିର ରାଶିଫଳ꧂??*
*✧═════•❁❀❁•═════✧*
*?ମେଷ??: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।*
*✧═════•❁❀❁•═════✧*
*?ବୃଷ??: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।*
*✧═════•❁❀❁•═════✧*
*?ମିଥୁନ??: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।*
*✧═════•❁❀❁•═════✧*
*?କର୍କଟ??: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।*
*✧═════•❁❀❁•═════✧*
*?ସିଂହ??କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।*
*✧═════•❁❀❁•═════✧*
*?କନ୍ୟା??: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।*
*✧═════•❁❀❁•═════✧*
*?ତୁଳା??: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।*
*✧═════•❁❀❁•═════✧*
*?ବିଛା??: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।*
*✧═════•❁❀❁•═════✧*
*?ଧନୁ??: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।*
*✧═════•❁❀❁•═════✧*
*?ମକର??: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।*
*✧═════•❁❀❁•═════✧*
*?କୁମ୍ଭ??: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।*
*✧═════•❁❀❁•═════✧*
*?ମୀନ??: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।*
*✧═════•❁❀❁•═════✧*

Leave a Reply

Your email address will not be published.