ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ

କଟକ (ଏନ ନ୍ୟୁଜ ):୦୬/୦୭/୨୦ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଟ ନେତା ବିଷ୍ଣୁ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି, ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ ଦାସ ଜଣେ ଲୋକପ୍ରିୟ ରାଜନେତା, ଦକ୍ଷସଂଘଠକ ଓ ପ୍ରଶାସକ ଥିଲେ ପାଞ୍ଚ ଥର ଜଗତସିଂହପୁର, ଥରେ ତିତ୍ତୋଲ ରୁ ବିଧାୟକ,ଓ ବିଦ୍ୟାଳୟ ଓ ଗଣଶିକ୍ଷା
ମନ୍ତ୍ରୀ ଭାବରେ ଓଡିଶାର କାଯ୍ୟ କରିଥିଲେ ଜଗତସିଂହପୁର ଏସଭିଏମ କଲେଜ ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇ ରାଜନୈତିକ ଜୀବନ ଆରମ୍ଭ କରିଥିଲେ
ଦଳିତ ଓ ସମାଜର ଅବହେଳିତ ବର୍ଗର ଲୋକମାନଙ୍କକଲ୍ୟାଣ ପାଇଁ ନିଜକୁଉସର୍ଗ କରିଥିଲେ

Leave a Reply

Your email address will not be published.