ରାଜ୍ୟରେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ଲକଡାଉନ ସମୟ ରେ କଣ ସବୁ ବନ୍ଦ

ରାଜ୍ୟରେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ଲକଡାଉନ ସମୟରେ କଣ ବନ୍ଦ

୧-ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲି ଚାଲି ପରିବା ଆଣି ଯାଇପାରିବେ
୨-ସ୍ୱାସ୍ଥ୍ୟ ସେବା ଓ ଅନ୍ୟ ଜରୁରୀ ସେବା ପାଇଁ କଟକଣା ଲାଗୁ ହେବ ନାହିଁ
୩-ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ ସଟ୍‌ଡାଉନ୍ ବଳବତ୍ତର ରହିବ
୪-ସପ୍ତାହର ସବୁ ଦିନ ଟୀକାକରଣ ଓ ଟେଷ୍ଟିଂ କାର୍ଯ୍ୟ ଜାରି ରହିବ।
୫-ବସ୍ ଚଳାଚଳ ବନ୍ଦ ରହିବ।
୬-ଏହି ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଓ ଟ୍ରେନିଂ ସେଣ୍ଟର ବନ୍ଦ ରହିବ
୭-ପ୍ରଦର୍ଶନୀ, ମେଳା ଓ ବ୍ୟବସାୟ ଭିତ୍ତିକ ମିଟିଂ ବନ୍ଦ ରହିବ
୮-ସିନେମା ହଲ୍, ମଲ୍, ମାର୍କେଟ କଂପ୍ଲେକ୍ସ ଓ ଜିମ୍ ବନ୍ଦ ରହିବ,
୯-ଯାତ୍ରା, ଅପେରା ଓ ଖୋଲାମଞ୍ଚ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ,
୧୦-ସେଲୁନ, ପାର୍ଲର ଓ ସ୍ପା ସଂପୂର୍ଣ୍ଣ ଭାବେ ବନ୍ଦ ରହିବ
୧୧-ସାମାଜିକ, ଧାର୍ମିକ, କ୍ରୀଡ଼ା ଓ ରାଜନୈତିକ ସମାବେଶ ବନ୍ଦ ରହିବ
୧୨-ବିବାହ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଅନୁମତି ଆଣିବାକୁ ହେବ,
୧୩-ବିବାହରେ ସର୍ବାଧିକ ୫୦ ଜଣ ଉପସ୍ଥିତ ରହିପାରିବେ,
୧୪ସେହିଭଳି ଶୁଦ୍ଧି କାର୍ଯ୍ୟରେ କେବଳ ୨୦ ଜଣଙ୍କୁ ଅନୁମତି ମିଳିବ
୧୫ଲକଡାଉନ ବେଳେ ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ।
୧୬-ଫ୍ଲିପକାର୍ଟ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି।
୧୭-ଛାପା, ବୈଦୁ୍ୟତିକ ଗଣମାଧ୍ୟମ,ୱେବ୍ ମିଡିଆକୁ ଅନୁମତି।
୧୮-ପେଟ୍ରୋଲ ପମ୍ପ, ରନ୍ଧନ ଗ୍ୟାସ୍ ଯୋଗାଣକୁ ଅନୁମତି
୧୯-ଟ୍ୟାକ୍ସି, ଅଟୋ, ସାଇକେଲ ଓ ରିକ୍ସା ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ
୨୦-ମେଡିକାଲ କାର୍ଯ୍ୟ ବ୍ୟତୀତ ଅନ୍ୟ ସବୁ ଆତଯାତ ମନା

Leave a Reply

Your email address will not be published.