ଆଉ ନାହାନ୍ତି ରବିନ୍ଦ୍ରନାଥ ଦାସ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ଗାଳ୍ପିକ ରବିନ୍ଦ୍ରନାଥ ଦାସଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି । ରବିନ୍ଦ୍ରନାଥ ଦାସ ଜଣେ ଉଚ୍ଚକୋଟୀର ଗାଳ୍ପିକ ଥିଲେ । ତାଙ୍କ ଲିଖିତ ବିଷର୍ଣ୍ଣ ପୃଥିବା ପାଇଁ ରବିନ୍ଦ୍ରନାଥଙ୍କ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ପୁରସ୍କୃତ କରାଯାଇଛି । ସେ ସର୍ବଦା ଓଡ଼ିଆ ଭାଷାର ପ୍ରଚାର ପ୍ରସାର ଦିଗରେ କାମ କରୁଥିଲେ । ଏହାସହିତ ସେ ନିଜ ଜୀବନରେ ଅନେକ ସମ୍ମାନର ହକଦାର ମଧ୍ୟ ହୋଇଛନ୍ତି ।

Leave a Reply

Your email address will not be published.