ରାଜ୍ଯରେ ୧୦ ହଜାର ପାର କଲା କରୋନା ସଂକ୍ରମଣ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ମହାମାରୀର ରେକର୍ଡ଼ ସଂଖ୍ଯକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦ୍ରୁତ ଗତିରେ ହୁ ହୁ ବଢୁଥିବା ମହାମାରୀ ଚିନ୍ତା ବଢାଉଥିବା ବେଳେ ଅନ୍ୟ ପଟେ ଆଜି ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ  ୧୦,୪୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଆଗକୁ ପରିସ୍ଥିତି ଅସମ୍ଭାଳ ହେବା ନେଇ ଆଶଙ୍କା ପ୍ରକାଶ ପାଇଲାଣି।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୦୦ ପଜିଟିଭ ଚିହ୍ନଟ  ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୦୦ ପଜିଟିଭ ଚିହ୍ନଟ  ହୋଇଛନ୍ତି।

ଏହାବ୍ୟତୀତ କଟକରୁ  ୮୨୮, ପୁରୀରୁ ୫୩୩ ଓ ବରଗଡ଼ରୁ ୫୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି।ଝାରସୁଗୁଡ଼ାରୁ ୪୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୨୬, ନୂଆପଡ଼ାରୁ ୪୧୮, ଅନୁଗୁଳରୁ ୩୯୨, ନବରଙ୍ଗପୁରରୁ ୩୭୮, କଳାହାଣ୍ଡିରୁ  ୩୭୬, ଷ୍ଟେଟ୍ ପୁଲରୁ ୩୬୦,  ଯାଜପୁରରୁ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଝାରସୁଗୁଡ଼ାରୁ ୪୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୨୬, ନୂଆପଡ଼ାରୁ ୪୧୮, ଅନୁଗୁଳରୁ ୩୯୨, ନବରଙ୍ଗପୁରରୁ ୩୭୮, କଳାହାଣ୍ଡିରୁ  ୩୭୬, ଷ୍ଟେଟ୍ ପୁଲରୁ ୩୬୦,  ଯାଜପୁରରୁ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଝାରସୁଗୁଡ଼ାରୁ ୪୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୨୬, ନୂଆପଡ଼ାରୁ ୪୧୮, ଅନୁଗୁଳରୁ ୩୯୨, ନବରଙ୍ଗପୁରରୁ ୩୭୮, କଳାହାଣ୍ଡିରୁ  ୩୭୬, ଷ୍ଟେଟ୍ ପୁଲରୁ ୩୬୦,  ଯାଜପୁରରୁ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଝାରସୁଗୁଡ଼ାରୁ ୪୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୨୬, ନୂଆପଡ଼ାରୁ ୪୧୮, ଅନୁଗୁଳରୁ ୩୯୨, ନବରଙ୍ଗପୁରରୁ ୩୭୮, କଳାହାଣ୍ଡିରୁ  ୩୭୬, ଷ୍ଟେଟ୍ ପୁଲରୁ ୩୬୦,  ଯାଜପୁରରୁ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୩୨, ନୟାଗଡ଼ରୁ ୨୧୮, ଭଦ୍ରକରୁ ୨୦୧, ରାୟଗଡ଼ାରୁ ୨୦୦, ବଲାଙ୍ଗିରରୁ ୧୬୦, ଗଜପତିରୁ ୧୫୬, ସୁବର୍ଣ୍ଣପୁରରୁ ୧୩୦, କେନ୍ଦୁଝରରୁ ୧୨୬, ବାଲେଶ୍ୱରରୁ ୧୨୪, ଦେବଗଡ଼ରୁ ୧୦୩, ବୌଦ୍ଧରୁ ୮୭, କେନ୍ଦ୍ରାପଡ଼ାରୁ ୭୭, କୋରାପୁଟରୁ ୬୮, କନ୍ଧମାଳରୁ ୫୫, ମାଲକାନଗିରିରୁ  ୫୪ ଓ ଢେଙ୍କାନାଳରୁ ୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.