ଆଜି ପୁଣି ରାଜ୍ୟରେ ୧୧୮୦୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ଼ ଜିଲ୍ଲାରୁ ୧୯ ୨୨ଜଣ ଅଛନ୍ତି । ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା । ଏଠାରୁ ୧୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୧୦୫୨ ଜଣ ଚିହ୍ନଟ ହୋଇଛନ୍ତି ।

ଅନୁଗୋଳ ଜିଲ୍ଲାରୁ ୫୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୫୩୩, ପୁରୀରୁ ୪୫୪, ବଲାଙ୍ଗିରରୁ ୪୩୭, ବରଗଡ଼ରୁ ୪୨୮,ଝାରସୁଗୁଡ଼ାରୁ ୪୨୧, ନବରଙ୍ଗପୁରରୁ ୪୧୯, କଳାହାଣ୍ଡିରୁ ୪୦୨, ଗଞ୍ଜାମରୁ ୩୪୧, ଯାଜପୁରରୁ ୩୦୨, ଷ୍ଟେଟ୍ ପୁଲରୁ ୩୦୨, ନୂଆପଡ଼ାରୁ ୨୮୬, ବାଲେଶ୍ୱରରୁ ୨୬୦, କେନ୍ଦୁଝରରୁ ୨୨୧, ସୁବର୍ଣ୍ଣପୁରରୁ ୨୧୦, ନୟାଗଡ଼ରୁ ୨୦୪, ମୟୂରଭଞ୍ଜରୁ ୧୭୫, ଢେଙ୍କାନାଳରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୫, ରାୟଗଡ଼ାରୁ ୧୩୮, ବୌଦ୍ଧ- ୧୭୮ରୁ, ଜଗତସିଂହପୁରରୁ ୧୩୪, କୋରାପୁଟରୁ ୧୨୨, ଦେବଗଡ଼ରୁ ୧୧୫, ଗଜପତିରୁ ୧୦୫, କନ୍ଧମାଳରୁ ୯୨,
ଭଦ୍ରକରୁ ୮୩ ଏବଂ ମାଲକାନଗିରିରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.