୩୦ଟି ଜିଲ୍ଲା ପାଇଁ ୩୫୦ କୋଟି ଟଙ୍କା ମଞ୍ଜୁରୀ କଲେ ରାଜ୍ୟ ସରକାର

ଭୁବନେଶ୍ୱର,(ନାଗରାଜ ନ୍ୟୁଜ): ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲା ପାଇଁ ୩୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମିଳିବ ଏକ ହଜାର ଟଙ୍କା । ଏଥିପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡକୁ ପ୍ରାଥମିକ ପରିଚୟ ପତ୍ର ଭାବେ ବ୍ୟବହାର କରାଯିବ । ଯଦି ବିଏସକେୱାଇ କାର୍ଡ ନ ଥିବ ତେବେ ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା କାର୍ଡକୁ ପରିଚୟ ପତ୍ର ଭାବେ ବ୍ୟବହାର କରାଯିବ ।

ଏଥିପାଇଁ ସମସ୍ତ ୩୦ଟି ଜିଲ୍ଲାର ଘୠଝଇ ଓ ଝୠଝଝ ହିତାଧିକାରୀ ଟଙ୍କା ପାଇବେ । କୋଭିଡ-୧୯ ପରିସ୍ଥିତି ପାଇଁ ପୁଣି ଥରେ ରାଜ୍ୟ ସରକାର ଏହି ଆର୍ଥିକ ସହାୟତା ପ୍ରଦାନ କରାବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୭ ଦିନ ଭିତରେ ଏହି ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶନାମା ରହିଛି ।

Leave a Reply

Your email address will not be published.