ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୨୫ ତାରିଖ ୨୦୨୧ ମସିହା(ରବିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-ଶୁକ୍ଳପକ୍ଷ*
*ତିଥି-ତ୍ରୟୋଦଶୀ ଦିବା ଘ୦୪/୩୨ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଧଶୀ*
*ନକ୍ଷତ୍ର- ହସ୍ତା ରାତ୍ରି ଘ ୦୨/୫୦ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା*
*ଚନ୍ଦ୍ର-କନ୍ୟା*
*ଯୋଗ- ବ୍ୟାଘାତ*
*କରଣ-କୌଳବ*
*ସୌରମାସ- ମେଷ ୧୨ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୬/୨୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୪୯*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ଦିବା ଘ୦୪/୩୨ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*ବୃଷ ରାଶିର ଘାତ ଚନ୍ଦ୍ର*
*ମେଷ ରାଶିର ଘାତବାର*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା ଓ ବାରବେଳା- ଦିବା ଘ ୧୦/୧୦ ଗତେ ଘ୦୧/୨୨ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧ ଅମୃତବେଳା- ଦିବା ଘ ୦୬/୨୮ଗତେ ଘ୦୯/୨୩ମଧ୍ୟେ ଓ ରାତ୍ରି ଘ ୦୭/୪୦ ଗତେ ଘ୦୯/୧୫ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୬/୧୩ମଧ୍ୟେ ଓ ରାତ୍ରି ଘ ୦୬/୫୦ ଗତେ ଘ୦୭/୪୦ମଧ୍ୟେ**
═✧*══•❁❀❁•═════✧*
*ଆଦ୍ୟ ବାଇଗଣ ଦିବା ଘ୦୪/୩୨ ଗତେ ବିରି ଭକ୍ଷଣ ନିଷେଧ*

ଆଜିର ରାଶି ଚକ୍ର
*?ମେଷ??-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*
*✧═════•❁❀❁•═════✧*
*?ବୃଷ??–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*
*✧═════•❁❀❁•═════✧*
*?ମିଥୁନ??-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*
*✧═════•❁❀❁•═════✧*
*?କର୍କଟ??–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*
*✧═════•❁❀❁•═════✧*
*?ସିଂହ??– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*
*✧═════•❁❀❁•═════✧*
*?କନ୍ୟା??– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*
*✧═════•❁❀❁•═════✧*
*?ତୁଳା??–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*
*✧═════•❁❀❁•═════✧*
*?ବିଛା??–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*
*✧═════•❁❀❁•═════✧*
*?ଧନୁ??– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*
*✧═════•❁❀❁•═════✧*
*?ମକର??– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*
*✧═════•❁❀❁•═════✧*
*?କୁମ୍ଭ??–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*
*✧═════•❁❀❁•═════✧*
*?ମୀନ??–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।*
*✧═════•❁❀❁•═════✧*

Leave a Reply

Your email address will not be published.