ଆଜିର ରାଶି ଚକ୍ର ଓ ପଞ୍ଜିକା

         ଆଜିର ରାଶି ଚକ୍ର ଓ ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୧୭ ତାରିଖ ୨୦୨୧ ମସିହା(ଶନିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-ଶୁକ୍ଳପକ୍ଷ*
*ତିଥି-ପଞ୍ଚମୀ ରାତ୍ରି ଘ୦୮/୩୮ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ*
*ନକ୍ଷତ୍ର- ମୃଗଶିରା ରାତ୍ରି ଘ ୦୩/୨୦ ପର୍ଯ୍ୟନ୍ତ ତଦନ୍ତେ ଆର୍ଦ୍ର।*
*ଚନ୍ଦ୍ର-ବୃଷ ଦିବା ଘ ୦୧/୫୮ ପର୍ଯ୍ୟନ୍ତ ତଦନ୍ତେ ମିଥୁନ*
*ଯୋଗ- ଶୋଭନ*
*କରଣ-ବବ*
*ସୌରମାସ- ମେଷ ୦୪ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୨୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୨୫*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୮/୩୮ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*କନ୍ୟା ରାଶିର ଘାତଚନ୍ଦ୍ର*
*ବୃଷ ,ସିଂହ ଓ କନ୍ୟା ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ୦୭/୦୪ ମଧ୍ୟେ ଓ ଘ ୦୪/୩୦ ଗତେ ସନ୍ଧ୍ୟା ଘ୦୬/୦୪ ମଧ୍ୟେ*
*ବାରବେଳା- ଦିବା ଘ ୦୧/୨୦ ଗତେ ସନ୍ଧ୍ୟା ଘ୦୨/୫୪ ମଧ୍ୟେ*
✧═════•❁❀❁•════*
*ବିଶୁଦ୍ଧ ଅମୃତବେଳା- ଦିବା ଘ୦୯/୩୩ ଗତେ ଘ୧୨/୪୪ମଧ୍ୟେ ଓ ରାତ୍ରି ଘ ୦୮/୨୫ ଗତେ ଘ୧୦/୫୦ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ରବେଳା- ନ।ସ୍ତି*
═✧*══•❁❀❁•═════✧*
*ଆଦ୍ୟ ବେଲ ରାତ୍ରି ଘ୮/୩୮ ଗତେ ନିମ୍ବ ଭକ୍ଷ

 

ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ?: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*
*✧═════•❁❀❁•═════✧*
*ବୃଷ? : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
*✧═════•❁❀❁•═════✧*
*ମିଥୁନ? : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*.                                                            ❁❀❁
*କର୍କଟ? : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
❁❀❁
*ସିଂହ?: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
❁❀❁
*କନ୍ୟା?: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

❁❀❁.
*ତୁଳା?: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
*✧═════•❁❀❁•═════✧*
*ବିଛା?: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
*✧═════•❁❀❁•═════✧*
*ଧନୁ? : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।*
*✧═════•❁❀❁•═════✧*
*ମକର? : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*
*✧═════•❁❀❁•═════✧*
*କୁମ୍ଭ? : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*
*✧═════•❁❀❁•═════✧*
*ମୀନ? : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।*
*✧═════•❁❀❁•═════✧*

Leave a Reply

Your email address will not be published.