ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*ଅଦ୍ୟ ମଇ ମାସ ୧୩ ତାରିଖ ୨୦୨୧ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ବୈଶାଖ ମାସ-ଶୁକ୍ଳପକ୍ଷ*
*ତିଥି-ଦ୍ଵିତୀୟା*
*ନକ୍ଷତ୍ର-ରୋହିଣୀ*
*ଚନ୍ଦ୍ର- ବୃଷ*
*ଯୋଗ-ଅତିଗଣ୍ଡ*
*କରଣ-ବ।ଳବ*
*ସୌରମାସ- ମେଷ ୩୦ ଦିନ* *✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୬/୪୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୦/୫୯*
*✧═════•❁❀❁•═════✧*
*ଯୋଗିନୀ ଉତ୍ତରେ*
*ବିଛା ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା ଓ ବାରବେଳା- ଦିବା ଘ ୦୨/୫୮ ଗତେ ଘ୦୬/୧୭ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। – ରାତ୍ରି ଘ୦୧/୨୩ଗତେ ଘ୦୩/୩୭ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ଦିବା ଘ ୦୬/୫୩ମଧ୍ୟେ ଓ ଘ୧୦/୦୬ଗତେ ଘ୧୨/୨୮ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

                            ଆଜିର ରାଶି ଚକ୍ର
*ମେଷ : *ଆଜି କ୍ୟାରିୟର ସୁଧାର ପାଇଁ ଦିନଟି ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*

*✧═════•❁❀❁•═════✧*
ବୃଷ:ଆପଣଙ୍କ ଭାବନା ଆଜି ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।*
*✧═════•❁❀❁•═════✧*
ମିଥୁନ:ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।*
*✧═════•❁❀❁•═════✧*
କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
*✧═════•❁❀❁•═════✧*
ସି˚ହ:ଆଜି ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
ତୁଳା:*ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ।*
*✧═════•❁❀❁•═════✧*
ବିଛା:ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
*✧═════•❁❀❁•═════✧*
ଧନୁ:ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
*✧═════•❁❀❁•═════✧*
ମକର: *ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
କୁମ୍ଭ:ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
*✧═════•❁❀❁•═════✧*
ମୀନ:ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।*
*✧═════•❁❀❁•═════✧*

Leave a Reply

Your email address will not be published.