କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଗାଡି ଦୂର୍ଘଟଣାଗ୍ରସ୍ତ

ଭୂବନେଶ୍ବର: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଗାଡି ଦୂର୍ଘଟଣାଗ୍ରସ୍ତ ହୋଇଛି, କିନ୍ତୁ ଅଳ୍ପକେ ବର୍ତ୍ତିଛନ୍ତି କେନ୍ଦ୍ରମନ୍ତ୍ରୀ । ନୀଳଗିରି ପଡାଶୁଳ ଛକରେ ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା କେନ୍ଦ୍ରମନ୍ତ୍ରୀଙ୍କ ଗାଡି । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ ଏଭଳି ଦୂର୍ଘଟଣାର ଶିକାର ହୋଇଛନ୍ତି ।

ଏହି ଦୂର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଭାବରେ ଆହାତ ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published.