ଜାନୁଆରୀ ୩୧ରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ, ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ, (ନାଗରାଜ ନ୍ୟୁଜ): ଜାନୁଆରୀ ୩୧ରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବଜେଟ୍ ୨୦୨୨-୨୩ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଚଳିତ ବର୍ଷ କେନ୍ଦ୍ରୀୟ ବଜେଟ୍ ଉପରେ ପୁରା ଦେଶର ନଜର ରହିଥିବା ବେଳେ ଫେବୃଆରୀ ୧ରେ ସଂସଦରେ ବଜେଟ୍ ଉପସ୍ଥାପିତ କରିବେ ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣ । ଏଥିପାଇଁ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

Leave a Reply

Your email address will not be published.