କେନ୍ଦ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ କଂଗ୍ରେସର ମୌନ ବ୍ରତ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜଭବନ ସମ୍ମୁଖରେ ଓଡିଶା ପ୍ରଦେଶ କଂଗ୍ରେସ ତରଫରୁ ମୌନ ବ୍ରତ ଅନୁଷ୍ଠିତ ହେଇଯାଇଛି । କଂଗ୍ରେସ ପକ୍ଷରୁ କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଏହି ମୌନ ବ୍ରତ କରାଯାଇଥିଲା । ଏଥିରେ କଂଗ୍ରେସ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ରଶ୍ମି ମହାପାତ୍ର, ମନୋରଞ୍ଜନ ଦାସ, ୟାଶିର ନାୱା. ଦୀପକ ମହାପାତ୍ର, ରଜନୀ ରଞ୍ଜନ ମହାନ୍ତି ଓ ଅମୀୟ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ ।

 

Leave a Reply

Your email address will not be published.