ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

Spread the love

ପୁରୀ,(ନାଗରାଜ ନ୍ୟୁଜ): ହରଚଣ୍ଡିସାହି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବାର୍ଷିକ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସଭାପତି ମାଧବ ଚନ୍ଦ୍ର ମହାପାତ୍ର ମହାପ୍ରଭୁ ଙ୍କ ନିକଟରେ ପ୍ରଦୀପ ପ୍ରଯୋଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ବିଦ୍ୟାଳୟର ଆଚାର୍ଯ୍ୟ ରତ୍ନାକର ମହାପାତ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ।ଏହାପରେ ବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ସଂସ୍କୃତି ଜ୍ଞାନ,ବୈଦିକ ଗଣିତ,ବିଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁଜୀ ଏବଂ ଗୁରୁମା ସମ୍ପୂର୍ଣ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *