ଖଡ଼ିଆଳ ରେଞ୍ଜରଙ୍କ ଘରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ

ମାଲକାନାଗିରି: ଗୁରୁବାର ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଦାନନ୍ଦ ସୁନାନୀଙ୍କ ଘର ଉପରେ ଭିଜିଲାନ୍ସ ବିଭାଗ…