ବିଜେଡିର ଟାଣୁଆ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ ଆରପାରିରେ। ଶେଷ ଦର୍ଶନ ପାଇଁ ଭିଡ, ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ୬୫ ବର୍ଷ ବୟସରେ ପରଲୋକ ହୋଇଛି।…