ପୁରୀ ସଂସ୍କୃତି ଭବନଠାରେ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ଲୋକାର୍ପଣ

Spread the love

ପୁରୀ, (ନାଗରାଜ ନ୍ୟୁଜ): ପୁରୀ ସଂସ୍କୃତି ଭବନଠାରେ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ଲୋକାର୍ପଣ ଅବସରରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ବିନୟ କୁମାର ଦାଶ, ସୁଭାଷ ଚନ୍ଦ୍ର ନାଥଶର୍ମା, ଲଳିତ କଳା ଏକାଡେମୀ କାର୍ୟ୍ୟକାରୀ ସମିତି ସଭ୍ୟ ଶ୍ର ମହେନ୍ଦ୍ର ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ବିଭିନ୍ନ ଅଧିକାରୀ ଓ ଶିଳ୍ପୀ ପ୍ରମୁଖ କାର୍ୟ୍ୟକ୍ରମରେ ସାମିଲ ଥିଲେ ।

Leave a Reply

Your email address will not be published. Required fields are marked *