କଟକରୁ ପୁଣି ତିନି ଲକ୍ଷ ଟଙ୍କାର ନକଲି ଔଷଧ ଜବତ

Spread the love

କଟକ,(ନାଗରାଜ ନ୍ୟୁଜ): କଟକରୁ ପୁଣି ତିନି ଲକ୍ଷ ଟଙ୍କାର ନକଲି ଔଷଧ ଜବତ ହୋଇଛି। ଦୋଳମୁଣ୍ଡାଇ ମହତାବ ରୋଡ ସ୍ଥିତ ଏକ ଟ୍ରାନ୍ସପୋର୍ଟରୁ ନକଲି ଔଷଧ ଜବତ କରିଛି ପୁରୀଘାଟ ଥାନା ପୁଲିସ।ଭି ଆର ଡ୍ରଗ ଏଜେନ୍ସି ଏହି ନକଲି ଔଷଧ କଲିକତାରୁ ମଗାଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।ଭି ଆର ଡ୍ରଗ ଏଜେନ୍ସିର ମାଲିକ ରାହୁଲ କ୍ୟାଲଙ୍କୁ ଗିରଫ କରାଯାଇଛି। ଜବତ ଔଷଧ ରକ୍ତଚାପ ରୋଗୀ ଖାଉଥିବା ଟେଲମା ଫର୍ଟି ଓ ଟେଲମା ଏ ଏମ ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *