ଆଜିର ରାଶି ଚକ୍ର ଓ ପଞ୍ଜିକା

Spread the love

             ଆଜିରପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଅଗଷ୍ଟ ମାସ ୧୪ ତାରିଖ ୨୦୨୧ ମସିହା(ଶନିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଶ୍ରାବଣମାସ-ଶୁକ୍ଳପକ୍ଷ*
*ତିଥି-ଷଷ୍ଠୀ ଦିବା ଘ୧୧/୫୭ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ*
*ନକ୍ଷତ୍ର- ଚିତ୍ରା ଦିବା ଘ୦୭/୪୧ ପର୍ଯ୍ୟନ୍ତ ତଦନ୍ତେ ସ୍ଵାତୀ*
*ଚନ୍ଦ୍ର-ତୁଳା*
*ଯୋଗ-ଶୁଭ*
*କରଣ-ତୈତିଳ*
*ସୌରମାସ-କର୍କଟ ୩୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୦/୪୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୫୦*
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୧୨/୫୭ ପର୍ଯ୍ୟନ୍ତ ତଦନ୍ତେ ବୟବ୍ୟେ*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ଷଷ୍ଠୀର ଏକୋଦିଷ୍ଟ ଓ ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। – ଦିବା ୦୭/୦୬ ମଧ୍ୟେ ଓ ଦିବା ଘ୦୪/୩୮ ଗତେ ଘ୦୬/୧୪ ମଧ୍ୟେ*
*ବାରବେଳ।- ଦିବା ଘ୦୧/୨୬ ଗତେ ଘ୦୩/୦୪

*✧═════•❁❀❁•═════✧*
ଆଜିର ରାଶିଚକ୍ର
*✧═════•❁❀❁•═════✧*
*ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।*
*✧═════•❁❀❁•═════✧*
*ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।*
*✧═════•❁❀❁•═════✧*
*ମିଥୁନ: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।*
*✧═════•❁❀❁•═════✧*
*କର୍କଟ: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।*
*✧═════•❁❀❁•═════✧*
*ସିଂହ: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।*
*✧═════•❁❀❁•═════✧*
*କନ୍ୟା: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।*
*✧═════•❁❀❁•═════✧*
*ତୁଳା: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।*
*✧═════•❁❀❁•═════✧*
*ବିଛା: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।*
*✧═════•❁❀❁•═════✧*
*ଧନୁ: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବୈବାହିକ ସମସ୍ୟାର ସମାଧାନ ହେବ।*
*✧═════•❁❀❁•═════✧*
*ମକର: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।*
*✧═════•❁❀❁•═════✧*
*କୁମ୍ଭ: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।*
*✧═════•❁❀❁•═════✧*
*ମୀନ: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ।*
*✧═════•❁❀❁•═════✧*

Leave a Reply

Your email address will not be published. Required fields are marked *