ଭାରତରେ ୬୧, ୪୫, ୨୯୧ ଜଣ କରୋନା ଆକ୍ରାନ୍ତ

ସେପ୍ଟେମ୍ବର ୨୯ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୧, ୪୫, ୨୯୧ ଜଣ କରୋନା ଭୂତାଣୁ ସଂକ୍ରମଣରେ  ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୦୧,୩୯୭ ଜଣ ସୁସ୍ଥ ହୋଇଛନ୍ତି। ଅବଶିଷ୍ଟ ୯୬, ୩୧୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୦,୫୮୯ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୭, ୫୭୬ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସମୁଦାୟ ୧୧,୪୨,୮୧୧ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।

Leave a Reply

Your email address will not be published.