ଭାରତୀୟ ବାୟୁସେନା ପ୍ରତିଷ୍ଠା ଦିବସ । ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

 

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ ଅବସରରେ ଟୁଇଟ୍ କରି ଶୁଭେଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ  ନିଜ ଟୁଇଟରେ ଉଲେଖ କରିଛନ୍ତି ବାୟୁସେନା ଦିବସ ଅବସରରେ ସମସ୍ତ ବୀର ଯୋଦ୍ଧାଙ୍କୁ ବହୁତ ବହୁତ ଶୁଭେଛା । ଆପଣମାନେ କେବଳ ଦେଶର ଆକାଶକୁ ସୁରକ୍ଷିତ କରୁନାହାନ୍ତି, ବିପଦ ସମୟରେ ମାନବ ସେବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଆସିଛନ୍ତି

Leave a Reply

Your email address will not be published.