ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ହେଉଛି ଓଡିଆଙ୍କ ପ୍ରୀୟ ପର୍ବ ରଜ ।ଏହି ପର୍ବର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାବାସୀଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ରଜପର୍ବର ଶୁଭ ଅବସରରେ ଆନ୍ତରିକ ଶୁଭେଚ୍ଛା। ସମସ୍ତଙ୍କର ସୁସ୍ବାସ୍ଥ୍ୟ ଓ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛି।

Leave a Reply

Your email address will not be published.