କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ

ନୂଆଦିଲ୍ଲୀ, (ନାଗରାଜ ନ୍ୟୁଜ): ବିଶିଷ୍ଟ କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ ହୋଇଛି । ସେ ୮୩ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି । ଦିଲ୍ଲୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ନାତି ସ୍ଵରାନ୍ସ ମିଶ୍ରା ଟୁଇଟ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି ।

Leave a Reply

Your email address will not be published.